ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ବର: ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ହୋଇଛନ୍ତି।  ଏ ନେଇ ସେ ଗତକାଲି ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି।

Comments
Loading...