ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲିରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ଵର: ଡିସେମ୍ବର ୮ରେ ଓଡିଶାଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଉତ୍କଳ ବିଶ୍ଵବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ହେଉଥିବା ପ୍ଲାଟିନମ୍ ଜୁବୁଲିର ସ୍ଵତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ କାର୍ଯ୍ୟସୂଚୀ ନିଦିଷ୍ଟ ହୋଇ ସାରିଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି।

Comments are closed.