ପୁରୀ : କାକତୁଆ ହୋଟେଲରେ ଅଗ୍ନିକାଣ୍ଡ

ପୁରୀ : ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। କାକତୁଆ ହୋଟେଲରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ହୋଟେଲର ଖଜା କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହିଞ୍ଚି ନିଆଁକୁ ଆୟତ କରିଛି। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନାହିଁ।

Comments are closed.