ରାତି ୮ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

0

ପୁରୀ: ସୋମବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସାଧାରଣ ଭକ୍ତମାନେ ରାତି ୮ଟା ପରେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି

Leave A Reply