ଖୋଲିନି ଶ୍ରୀମନ୍ଦିର, ଭକ୍ତ ହେଲେ ନିରାଶ

0

ପୁରୀ : ଶୁକ୍ରବାର ସକାଳରୁ ଶ୍ରୀମନ୍ଦିର ଦ୍ୱାର ଖୋଲା ହୋଇନାହିଁ। ଶ୍ରୀଜିଉଙ୍କ ମଙ୍ଗଳ ଆଳତି କିମ୍ବା କୌଣସି ନୀତିକାନ୍ତି ମଧ୍ୟ ଆରମ୍ଭ ହୋଇନାହିଁ। ଫଳରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ ଗୁରୁବାର ପୁଲିସ ଓ ସେବାୟତ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପୁଲିସ ମାଡ଼ରେ ସେବାୟତ ଆହତ ହେବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ବିବାଦ ସୃଷ୍ଟି ହୋଇଛି।

Comments
Loading...