ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ : ପୁରୀ ଶ୍ରୀମନ୍ଦିରର ମହାପ୍ରଭୁଙ୍କ ଗୁପ୍ତ ନୀତି ଖସାପଡ଼ା ସୋମବାର  ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଜିଉଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଭକ୍ତମାନେ ଏହି ସମୟରେ ମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

Comments are closed.