କେହି ରୋକି ପାରିବେନି, ମହାପ୍ରଭୁଙ୍କ ଇଚ୍ଛାରେ ଚାଲିଛି ପରିକ୍ରମା ପ୍ରକଳ୍ପ – ପିନାକୀ ମିଶ୍ର

ଡେସ୍କ: ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଛି ଏବଂ କେହି ଏହି ପ୍ରକଳ୍ପ କାର୍ଯ୍ୟ ରୋକି ପାରିବେନି ବୋଲି ପୁରୀର ବିଜେଡି ସାଂସଦ ପିନାକୀ ମିଶ୍ର କହିଛନ୍ତି। ଗତକାଲି ଏ ନେଇ ବିଜେପି ନେତା ବିଜୟ ମହାପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ଆଜି ସାଂସଦ ପିନାକୀ ମିଶ୍ର ଏଭଳି କହିଛନ୍ତି।
Related Posts
ସେ କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି। ଯାହାକୁ ପୁରୀବାସୀ ଠିକ ବୁଝି ସାରିଛନ୍ତି। ଆଗାମୀ ଦିନରେ ପୁରୀବାସୀ ଏହାର ଜବାବ ଦେବେ।
Comments are closed.