ବନକ ଲାଗି ନୀତି ପାଇଁ ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ବୁଧବାର ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ ଟା ରୁ ରାତି ୮ଟା ଯାଏଁ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ସେହି ସମୟରେ ଭକ୍ତମାନେ ମନ୍ଦିର ବେଢାରେ ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

Comments are closed.