ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ, ଗଣଶିକ୍ଷା ମନ୍ତ୍ରୀ କହିଲେ ଗୁଜବ

0

କଟକ: ମାତୃଭାଷା, ଗଣିତ ଓ ଇଂରାଜି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜି ପୁଣି ଭୌତିକ ବିଜ୍ଞାନ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଅଭିଯୋଗ ହୋଇଛି । କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଫୋନରୁ ଫୋନ୍  ଭୌତିକ ବିଜ୍ଞାନ ପରୀକ୍ଷାର ପ୍ରଶ୍ନପତ୍ର ଘୁରି ବୁଲୁଛି । ଚଳିତବର୍ଷ ମାଡ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏହାକୁ ଗୁଜବ ବୋଲି କହିଛନ୍ତି ।

Leave A Reply