ରାଜ୍ୟରେ ବର୍ଷା ସମ୍ଭାବନା; ଏହି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟର କେତେକ ଜିଲାରେ ସୋମବାର ଅପରାହ୍ନ ୩ଟା୧୫ ଯାଏଁ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ମାଲାକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲା ଗୁଡ଼ିକୁ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାର୍ମଶ ଦିଆଯାଇଛି।

Comments are closed.