ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦିନ ୧୨ଟା ମଧ୍ୟରେ ରାଜ୍ୟର ୫ଟି ଜିଲାକୁ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଦିଆଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲାରେ ଧୂଳିଝଡ଼, ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.