୫ଟା ୧୫ ଯାଏଁ ୧୩ଟି ଜିଲାରେ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ୧୩ଟି ଜିଲାରେ ଧୂଳିଝଡ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, ଝାରୁସୁଗୁଡା, ଦେବଗଡ, ବରଗଡ, ସମ୍ବଲପୁର, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ଅପରାହ୍ନ ୫ଟା ୧୫ ସୁଦ୍ଧା ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଘରୁ ନ ବାହାରିବା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.