୮ଟି ଜିଲାକୁ ଦିନ ୧୧ଟା ଯାଏଁ ସତର୍କ ସୂଚନା

ଭୁବନେଶ୍ୱର : ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ରବିବାର ଦିନ ୧୧ଟା ଯାଏଁ ୮ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲାରେ ଝଡ଼ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି।

Comments are closed.