ସନ୍ଧ୍ୟା ୫ଟା ଯାଏଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ସେମାବାର ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ୬ଟି ଜିଲ୍ଲାରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.