ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ଓ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆକାଶ ମେଘାଚ୍ଛନ ରହିବା ସହ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ବୋଲି ଭୁବନେଶ୍ବରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ବାଙ୍ଗିରିପୋଶି ଓ କଟକ ଜିଲା ନିଆଳିରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

Leave A Reply