କେତେକ ସ୍ଥାନରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର, ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଓଡିଶା ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଯୋଗୁଁ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡା, ମୟୁରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଜଗତସିଂହପୁର, ଗଞ୍ଜାମ ଓ ଭଦ୍ରକ ଜିଲାରେ ସର୍ବାଧିକ ୨ ସେମି ବର୍ଷା ରେକର୍ଡ କରାଯାଇଛି।

Leave A Reply