ଝଡବର୍ଷା ଓ ବଜ୍ରପାତ ନେଇ ୧୧ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର : ଝଡବର୍ଷା ଓ ବଜ୍ରପାତ ନେଇ ୧୧ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ନବରଙ୍ଗପୁର,ରାୟଗଡା, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ, ଦେବଗଡ, ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.