ଆଠଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର .- ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୮ ଜିଲ୍ଲା ପାଇଁ ଘଡଘଡି ସହ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି । ଅପରାହ୍ନରୁ ରାତି ୮ଟା ୩୦ ମଧ୍ୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ନୂଆପଡା, ବଲାଙ୍ଗୀର, କନ୍ଧମାଳ, ରାୟଗଡା, ଗଜପତି, ନୟାଗଡ, ଗଞ୍ଜାମ ଓ ରାୟଗଡାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

Comments are closed.