୪ ସୁଦ୍ଧା ଲଘୁଚାପ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ରାଜ୍ୟରେ ଜୁଲାଇ ୪ ତାରିଖ ସୁଦ୍ଧା ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର ଓଡିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Comments are closed.