ଜୁଲାଇ ୩୧ ପର୍ଯ୍ୟନ୍ତ ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆବଶ୍ୟକ ସ୍ଥଳେ ଟେଲିଫୋନ୍/ଫ୍ୟାକ୍ସ/ ଇ-ମେଲ୍ ([email protected]) ଯୋଗେ ରାଜଭବନ ସହ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି ।

Comments
Loading...