ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା​‌ ବେଳେ ଆଜିଠୁ ଆସନ୍ତା ୨ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ହେବା ନେଇ ବିଜ୍ଞପ୍ତିରେ କୁହାଯାଇଛି । ଏଥି ସହିତ ଜୁନ ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ । ଜୁନ ୧୩ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ ବୋଲି ପୂର୍ବରୁ ଘୋଷଣା ହୋଇଛି । ପୂର୍ବତନ ସାଂସଦ ସବୁାସ ସିଂଙ୍କ ଇସ୍ତଫା ପରେ ଆସନ ଖାଲିପଡ଼ିଛି ।

Comments are closed.