ତିନି ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର: ବଲାଙ୍ଗୀର ଜିଲା ସଦର ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଜଣେ ୧୫ ବର୍ଷିୟ ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଶିଶୁକନ୍ୟାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବଲାଙ୍ଗୀର ମେଡିକାଲରେ ଭର୍ତ୍ତି କରାଯାଇଛି ।

Comments are closed.