ଦୂରଦର୍ଶନରେ ରଥଯାତ୍ରାର ସିଧା ପ୍ରସାରଣ : ଜାବଡେକର

ଭୁବନେଶ୍ବର : ଦୂରଦର୍ଶନରେ ରଥଯାତ୍ରାର ସିଧା ପ୍ରସାରଣ କରାଯିବ । ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ଆସନ୍ତାକାଲି ଭଗବାନ ଶ୍ରୀଜଗନ୍ନାଥଙ୍କ ରଥ ଯାତ୍ରା ଅନୁଷ୍ଠିତ ହେବ । ଏହା ଦୂରଦର୍ଶନ ଏବଂ ଅନ୍ୟାନ୍ୟ ଚ୍ୟାନେଲ ଦ୍ୱାରା ସିଧା ପ୍ରସାରଣ ହେବ ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାବଡେକର ଟ୍ବିଟ କରି କହିଛନ୍ତି।

Comments are closed.