ଅନୁକୂଳ ହେଲା ରଥକାଠ

0

ପୁରୀ : ପବିତ୍ର ରଥଯାତ୍ରା ପାଇଁ ବସନ୍ତ ପଞ୍ଚମୀରେ ରଥକାଠ ଅନୁକୂଳ ହୋଇଛି। ଏ ନେଇ ଶ୍ରୀମନ୍ଦିର ସମ୍ମୁଖ ରଥଖଳା ପ୍ରସ୍ତୁତ ହୋଇଛି। ଏହିଦିନ ରଥକାଠ ଶ୍ରୀକ୍ଷେତ୍ରରେ ପହଞ୍ଚିବାର ବିଧି ରହିଛି। ପରମ୍ପରା ଅନୁଯାୟୀ, ଶ୍ରୀକ୍ଷେତ୍ରରେ ଥିବା ରଥଖଳାରେ ତିନି ରଥପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବ। ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ।

Leave A Reply