ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ୧୯୭ରନର ବିଜୟ ଲକ୍ଷ୍ୟ ରଖିଲା ଦିଲ୍ଲୀ କ୍ୟାପିଟାଲ୍‌ସ

ଆବୁଧାବି : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ତ୍ରୟୋଦଶତମ ସଂସ୍କରଣର ସୋମବାର ୧୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମୁହାଁ ମୁହିଁ ହୋଇଛନ୍ତି। ଏହି ମ୍ୟାଚ ଆବୁଧାବିରେ ଖେଳାଯାଉଛି। ଆଜିର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ଓଭରରେ ଆରସିବି ପାଇଁ ୧୯୭ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି।

Comments are closed.