ଆଉ ୧୭ ଜଣଙ୍କର ମୃତ୍ୟୁ : କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି

ଭୁବନେଶ୍ଵର : ସୋମବାର ରାଜ୍ୟରୁ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି କଟକ ଓ ପୁରୀରୁ ୩ ଜଣ ଲେଖାଏଁ, ବୌଦ୍ଧ, ବାଲେଶ୍ଵର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ କରୋନା ଆକ୍ରନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

 

Comments are closed.