ଭାରତର ବୃହତ୍ତମ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡସ’ ଏବେ ଗୁଣୁପୁରରେ

ଭୁବନେଶ୍ୱର/ରାୟଗଡା: ଭାରତର ବୃହତ୍ତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍‍ ‘ଟ୍ରେଣ୍ଡସ’ ଓଡ଼ିଶାର ରାୟଗଡା ଜିଲାର ଗୁଣୁପର ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଏହି ଟ୍ରେଣ୍ଡସ ଷ୍ଟୋରର ମଡର୍ଣ୍ଣ ଲୁକ୍‍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜର ପରିସର ଓ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିଛନ୍ତି।

ଏହି ୬୫୦୦ ବର୍ଗଫୁଟର ଷ୍ଟୋର ହେଉଛି ପ୍ରଥମ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି : ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ।

Comments are closed.