ଭବାନୀପାଟଣା ଲାଲ ବାହାଦୁର ଷ୍ଟାଡିୟମ ପରିସରରେ ଗଣତନ୍ତ୍ର ଦିବସ ପାଳିତ

ଭବାନୀପାଟଣା : ଆଜି ୭୨ତମ ଗଣତନ୍ତ୍ର ଦିବସ। ଏହି ଅବସରରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଷ୍ଟାଡିୟମ ପରିସରରେ କଳାହଣ୍ଡି ଜିଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

Comments
Loading...