ବିଜେପିରେ ଯୋଗଦେଲେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷଭ

0

ଭୁବନେଶ୍ୱର ..-  ବରିଷ୍ଠ ବିଜେଡି ନେତା ତଥା ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷଭ ନନ୍ଦ ବିଜେପିରେ  ଯୋଗ ଦେଇଛନ୍ତି । ବିଜେପି କାର୍ଯ୍ୟାଳୟରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ,  ବସନ୍ତ ପଣ୍ଡା ଓ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ସେ  ଦଳରେ ସାମିଲ ହୋଇଛନ୍ତି ।

ସେ ବେଗୁନିଆରୁ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

Leave A Reply