ରାଉରକେଲା : ଦୁର୍ଘଟଣାରେ ୨ଛାତ୍ରଙ୍କର ମୃତ୍ୟୁ

0

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ଫର୍ଟିଲାଇଜର ଟାଉନସିପ୍‍ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ୨ଜଣ ଛାତ୍ରଙ୍କର ମୃତ୍ୟୁ ଘଟିଛି। ପରେଡ଼ ଦେଖି ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏକ ଟାଟା ଏସି ଧକ୍କାରେ ଏହି ୨ଜଣ ଛାତ୍ରଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଡ୍ରାଇଭର ଫେରାର ହୋଇଯାଇଛି। ସ୍ଥାନୀୟ ଲୋକେ ଟାୟାର ଜଳାଇ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Leave A Reply