ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ : ଅନୁଗୁଳ ଜିଲା ବଇଣ୍ଡା ଛକ ପାଖ ରାଧାକୃଷ୍ଣ ମନ୍ଦିର ନିକଟରେ ରବିବାର ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେହି ବାଟ ଦେଇ ଆସୁଥିବା ଜଣେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିଲା।

Comments are closed.