ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାଆ ଓ ଝିଅ ମୃତ, ବାପା ଗୁରୁତର

ବାଲେଶ୍ବର : ବାଲେଶ୍ବର ଜିଲା ଜାତୀୟ ରାଜପଥ(ଏନଏଚ୍)-୬୦ ରୁପସା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାଆ ଓ ଝିଅଙ୍କର ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ହୋଇଥିବା ଜଣାପଡିଛି। ମାଆ, ଝିଅ ଓ ବାପା ଗୋଟିଏ ବାଇକରେ ଯାଉଥିବାବେଳେ ଏକ ଭ୍ୟାନ୍ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ମଆ ସହ ୧୪ବର୍ଷୀୟ ଝିଅର ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

Comments are closed.