ବସ୍ ଦୁର୍ଘଟଣାରେ ଜଣେ ମୃତ, ୧୮ଗୁରୁତର

ରାଉରକେଲା : ରାଉରକେଲାର ବିରମିତ୍ରପୁର ଥାନା ଲାସେ ନିକଟରେ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ବସରେ ଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ସୂଚନା ମିଳିଛି।

Comments are closed.