ରାଉରକେଲା ମହାନଗର ନିଗମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଣାତ୍ମକ ପରିଚାଳନା ବ୍ୟବସ୍ଥା ପାଇଁ ରାଉରକେଲାର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସ୍‌ଓ ୯୦୦୧-୨୦୧୫ ପ୍ରମାଣପତ୍ର ମିଳିଥିବାରୁ ରାଉରକେଲା ମହାନଗର ନିଗମକୁ ପ୍ରଶଂସା କରିଛନ୍ତି । କୋଭିଡ୍‌-୧୯ ଆହ୍ୱାନ ସତ୍ତ୍ବେ ଏହି ପରିବର୍ତ୍ତନକାରୀ ଉଦ୍ୟମ ତୃଣମୂଳସ୍ତରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Comments are closed.