ରାଉରକେଲା ସୁପର ସ୍ପେଶାଲିଟି ହସ୍ପିଟାଲକୁ ଉଦଘାଟନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ରାଉରକେଲା : ଭାରତୀୟ ଇସ୍ପାତ ପ୍ରାଧିକରଣ(ସେଲ)  ରାଉରକେଲା ଇସ୍ପାତ କାରଖାନାର ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେଶାଲିଟି ହସ୍ପିଟାଲକୁ ରବିବାର  ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଦଘାଟନ କରିଛନ୍ତି ।

ଏହି ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଇସ୍ପାତ ରାଷ୍ଟ୍ର ମନ୍ତ୍ରୀ  ଫଗନ୍ ସିଂହ କୁଲସ୍ତେ, ରାଜ୍ୟ  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ସାଂସଦ ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.