ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାରେ ରୂପେଶ ଭଦ୍ରଙ୍କୁ ଜାମିନ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଯାଜପୁର ଜିଲା ଧର୍ମଶାଳା ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ମାମଲାରେ ରୂପେଶ ଭଦ୍ରଙ୍କୁ ଜାମିନ ମିଳିବ। ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କୁ ହାଇକୋର୍ଟ ପକ୍ଷରୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯିବ। ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରି ଜାମିନ ଦିଆଯିବ। ତେବେ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ଓଡ଼ିଶା ହାଇକୋର୍ଟ ସର୍ତ୍ତ ରଖିଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ, ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କ ଗେଷ୍ଟ ହାଉସ୍‌ରୁ ପିଇଓଙ୍କ ମୃତଦେହ ମିଳିଥିଲା।

Comments are closed.