ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ ଠାରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ କାର୍ଯ୍ୟର ତଦାରଖ

ସାକ୍ଷୀଗୋପାଳ : ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ ଠାରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ଉନ୍ନୟନ କାର୍ୟ୍ୟକ୍ରମର ବୁଧବାର ରୂପରେଖ ଅନୁଧ୍ୟାନ କରାଯାଇଛି। ଏହି ସମୟରେ ପୁରୀ ଜିଲାପାଳ ବଳବନ୍ତ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଓ ସତ୍ୟବାଦୀ ବିଡିଓ ସରୋଜ କୁମାର ଦତ୍ତଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Comments are closed.