‘ସମାଜ’ ଶତାଦ୍ଦୀ ସମାରୋହର ପ୍ରାରମ୍ଭିକ କାର୍ଯ୍ୟକ୍ରମ, ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ଅଧ୍ୟକ୍ଷ

0

ନୂଆଦିଲ୍ଲୀ : ଦୈନିକ ‘ସମାଜ’ ଶତାଦ୍ଦୀ ସମାରୋହର ପ୍ରାରମ୍ଭିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆମନ୍ତ୍ରଣ କରୁଛନ୍ତି ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଦୀପକ ମାଲବ୍ୟ। ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Leave A Reply