ଓଡ଼ିଶା ହାଇକୋର୍ଟରେ ଯୋଗ ଦେବେ ଶତ୍ରୁଘନ ପୂଜାହାରୀ

0

କଟକ : ବିଚାରପତି ଶତ୍ରୁଘନ ପୂଜାହାରୀଙ୍କୁ ମାଡ୍ରାସ ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି କରାଯାଇଛି। ଏ ସମ୍ପର୍କରେ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍‍ ପୂଜାହାରୀଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରିଥିଲେ।

Leave A Reply