ଏସସିବିରେ ଆଉ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

0

କଟକ: ଶନିବାର ଏସସିବି ମେଡିକାଲରେ ଆଉ ଜଣେ ଡେଙ୍ଗୁ ରୋଗୀଙ୍କର ମୃତ୍ୟୁ ଘଟିଛି । ଗତ ବୁଧବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ କଟକ ଏସସିବି କେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଆଜି ସକାଳ ତାଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାମ ମଞ୍ଜୁ ରାଉତ ଏବଂ ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡିଛି ।

 

Leave A Reply