ପୂଜା ଛୁଟି ଯାଏ ସ୍କୁଲ-କଲେଜ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି । ବର୍ତମାନ ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.