ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ – ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର : ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଏ ଦିଗରେ ବିଚାର ବିମର୍ଶ ପରେ ନିଷ୍ପତ୍ତି ହେବ। ନବମରୁ ଦ୍ୱାଦଶ କ୍ଲାସ ଚାଲିଛି। ମାତ୍ର ପ୍ରଥମରୁ ଅଷ୍ଟମ କ୍ଲାସ ନେଇ ନିଷ୍ପତ୍ତି ହୋଇନି। ଅନ୍ୟ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏନେଇ ପୁନର୍ବିଚାର କରାଯାଉଛି। ମହାରାଷ୍ଟ୍ର ଓ ଗୁଜରାଟରେ ପୁଣି ଥରେ ଲକଡାଉନ ଆରମ୍ଭ ହୋଇଛି।

Comments are closed.