ରାଜ୍ୟ ବ୍ୟବସାୟୀ ସଂଘର ନିଷ୍ପତ୍ତି, ଦିନ ୨ଟାରୁ ଦୋକାନ ବନ୍ଦ

ମେ’ ୩ରୁ ୧୩ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବନ୍ଦ

ସାରା ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ ନିଷ୍ପତ୍ତି। ମେ’ ୩ରୁ ୧୩ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବନ୍ଦ। ଦୋକାନ ବନ୍ଦ କରିବାକୁ ରାଜ୍ୟ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି ବୋଲି ରାଜ୍ୟ ବ୍ୟବସାୟୀ ମହାସଂଘ ସମ୍ପାଦକ ସୁଧାକର ପଣ୍ଡା ସୂଚନା ଦେଇଛନ୍ତି। ଶ୍ରୀ ପଣ୍ଡା କହିଛନ୍ତି ଯେ ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ମହାସଂଘ ପକ୍ଷରୁ ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରିଥିବା ସୂଚନା ଦିଆଯାଇଛି।

Comments are closed.