ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀପତିତପାବନ

ପିପିଲି ପୌରାଞ୍ଚଳର ଦରଜୀସାହି ସ୍ଥିତ ଶ୍ରୀପତିତପାବନ ଦେବଙ୍କ ମନ୍ଦିର ସମ୍ମୁଖରେ ରଥ ଉପରେ ତିନି ଠାକୁର ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଏହି ଅବସରରେ ସେଠାରେ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା ।

Comments are closed.