ନବରଙ୍ଗପୁର ଜିଲାକୁ ୨ଦିନ ସଟଡାଉନ ଘୋଷଣା କଲେ ଜିଲାପାଳ

ନବରଙ୍ଗପୁର : ନବରଙ୍ଗପୁର ଜିଲାକୁ ୨ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି ଜିଲାପାଳ । ଆସନ୍ତା ୨୫ ଓ ୨୬ ତାରିଖରେ ନବରଙ୍ଗପୁର ଜିଲା ସଟଡାଉନ ରହିବ। ନବରଙ୍ଗପୁର କୋରନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି । ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.