ଚାଷୀଙ୍କୁ ମିଳିବ ସ୍ମାର୍ଟ ଫୋନ

0

ଭୁବନେଶ୍ୱର: ପ୍ରତି ଜିଲାର ପ୍ରାୟ ଦୁଇ ହାଜର ଚାଷୀଙ୍କୁ ଆଣ୍ଟ୍ରଏଡ୍ ଫୋନ ଦିଆଯିବ ବୋଲି ରାଜ୍ୟ ସରକାର ଶୁକ୍ରବାର ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ସୂର୍ୟ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟସରକାର ଚାଷୀଙ୍କୁ ସ୍ମାର୍ଟ ଫୋନ ଯୋଗାଇ ଦେଇଥିଲେ । ରାଜନୌତିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଥିବା ବିରୋଧୀ ଅଭିଯୋଗ କରିଛନ୍ତି।

Leave A Reply