ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମହିଳା ବିଜେଡ଼ି ସଭାନେତ୍ରୀ ନିଯୁକ୍ତ

ଭୁବନେଶ୍ବର: ଅତାିବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ମହିଳା ବିଜେଡ଼ି ସଭାପତି ରୂପେ ନିଯୁକ୍ତି ଦେଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସରଞ୍ଜନ ମଙ୍ଗରାଜ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଏହି ନିର୍ଦେଶ ତତକ୍ଷଣାତ୍ କାର୍ଯ୍ୟକାରୀ କରିବାକୁ ନିର୍ଦେଶ ଦିଆଯାଇଛି ।

Comments are closed.