କରୋନା ଛାଟ: ଅପ୍ରିଲ୍‌ ୧୯ରୁ ବନ୍ଦ ରହିବ କ୍ରୀଡ଼ା ଛାତ୍ରାବାସ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ରୀଡ଼ା ଛାତ୍ରାବାସ ବନ୍ଦ ରଖିବାକୁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କରୋନା ସ୍ଥିତି ନସୁଧୁରିବା ପର୍ଯ୍ୟନ୍ତ ଅପ୍ରିଲ୍‌ ୧୯ରୁ ସବୁ କ୍ରୀଡ଼ା ଛାତ୍ରାବାସ ବନ୍ଦ ରହିବ ବୋଲି କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Comments are closed.