ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

0

ସୁଆଣ୍ଡୋ : ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଙ୍ଗାଧର ପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ, ଉତ୍କଳ ଗୌରବ ମଧୁସୂଦନ ଓ ନେତାଜୀ ସଭାଷ ବୋଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆୟୋଜିତ ସ୍ମୃତିଚାରଣ ସଭାରେ ଶିକ୍ଷାବିତ ରାଧାକାନ୍ତ ଦାଶ, ଦିବ୍ୟାଙ୍ଗ ଶିକ୍ଷାବୀତ ରାଜେନ୍ଦ୍ର କୁମାର ସାବତ, ସାମ୍ବାଦିକ ଧୀରେନ୍ଦ୍ର ନାଥ ଦାସ ଓ ଅଧ୍ୟାପକ ପ୍ରଭାକର ତ୍ରିପାଠୀ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ପୁଜ୍ୟପୂଜାରେ ଅଂଶଗ୍ରହଣ କରିଥିଲେ ।

Leave A Reply