ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି। ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣରୁ ଶନିବାର ଏସଟିଏଫ୍ ଟିମ୍ ବ୍ରାଉନ ସୁଗାର ଜବତ କରିଛି। ବ୍ରାଉନ ସୁଗାରର ମୂଲ୍ୟ ୧ କୋଟି ୧୭ ଲକ୍ଷ ଟଙ୍କା ହେବାର ଅନୁମାନ କରାଯାଉଛି। ଏଥିରେ ସଂପୃକ୍ତ ବାଲେଶ୍ୱରର ସେକ ହସିମ ବକ୍ସକୁ ଏସଟିଏଫ ଗିରଫ କରିଛି।

Comments are closed.